ପ୍ରଶ୍ନ ୪
ବାଇବଲ ବିଜ୍ଞାନ ସହିତ ଏକମତ ଅଟେ କି ?
“ସେ ଶୂନ୍ୟ ଉପରେ ଉତ୍ତର-କେନ୍ଦ୍ର ପ୍ରସାରନ୍ତି ଓ ଅବସ୍ତୁ ଉପରେ ପୃଥିବୀକି ଝୁଲାନ୍ତି ।”
“ନଦୀସବୁ ସମୁଦ୍ରକୁ ବହିଯାʼନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି ।”
“ସେ ଭୂମଣ୍ଡଳର ଉପରେ ଉପବିଷ୍ଟ ।”