୨୯ ଅଗଷ୍ଟ–୪ ସେପ୍ଟେମ୍ବର
୧ ରାଜାବଳୀ ୮
ଗୀତ ୪୧ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ଶଲୋମନଙ୍କ ପ୍ରାର୍ଥନା—ହୃଦୟରୁ ଓ ନମ୍ରତାର ସହ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୧ରାଜା ୮:୨୭—ଶଲୋମନଙ୍କ ଏହି ଶବ୍ଦଗୁଡ଼ିକର ଅର୍ଥ କʼଣ ? (ଇନସାଇଟ୍-୧ ପୃ ୧୦୬୦ ¶୪)
ଏ ସପ୍ତାହର ଅଧ୍ୟାୟରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୧ରାଜା ୮:୩୧-୪୩ (ଶିଖାଇବା ଅଧ୍ୟୟନ ୧୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । (ଶିଖାଇବା ଅଧ୍ୟୟନ ୧)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । ଏପରି ଦେଖାନ୍ତୁ ଯେ ଆପଣ ବ୍ୟକ୍ତି ସହ ଅନେକ ଥର କଥାବାର୍ତ୍ତା ହୋଇଛନ୍ତି ଏବଂ ସେ ଆହୁରି ଜାଣିବା ପାଇଁ ଚାହାନ୍ତି । ତାଙ୍କୁ ଖୁସିଭରା ଜୀବନ ଆଜି ଓ ଭବିଷ୍ୟତରେ ! ପୁସ୍ତିକା ଦିଅନ୍ତୁ ଏବଂ ବାଇବଲ ଅଧ୍ୟୟନ କିପରି ହୁଏ ? ଭିଡିଓ ଦେଖାନ୍ତୁ (କିନ୍ତୁ ଚଲାନ୍ତୁ ନାହିଁ) । (ଶିଖାଇବା ଅଧ୍ୟୟନ ୧୫)
ଭାଷଣ: (୫ ମି.) ରାଜ୍ୟ ସେବା (ହିନ୍ଦୀ) ୫/୧୦ ପୃ ୪—ବିଷୟବସ୍ତୁ: ଖ୍ରୀଷ୍ଟିୟାନମାନଙ୍କୁ ପ୍ରଚାର କାମ ବିଷୟରେ ପ୍ରାର୍ଥନା କରିବା ଉଚିତ୍ । (ଶିଖାଇବା ଅଧ୍ୟୟନ ୧୪)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“କʼଣ ଆପଣ ଧ୍ୟାନ ଦିଅନ୍ତି ଯେ ଯିହୋବା କିପରି ଆପଣଙ୍କ ପ୍ରାର୍ଥନାର ଉତ୍ତର ଦିଅନ୍ତି ?”: (୧୫ ମି.) ଆଲୋଚନା; ଯିହୋବା ‘ପ୍ରାର୍ଥନା ଶ୍ରବଣକାରୀ’ ଅଟନ୍ତି ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୧୮ ପଏଣ୍ଟ ନଂ. ୧-୫
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୦୭ ଏବଂ ପ୍ରାର୍ଥନା