୨୪-୩୦ ଜୁଲାଇ
ନିହିମୀୟା ୧-୨
ଗୀତ ୪୭ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“‘ତହୁଁ ମୁଁ ପ୍ରାର୍ଥନା କଲି’”: (୧୦ ମି.)
ବହୁମୂଲ୍ୟ ଧନ: (୧୦ ମି.)
ନିହି ୨:୪—କʼଣ ଏହା ପ୍ରଥମ ଥର ଥିଲା ଯେବେ ନିହିମୀୟା ଯିରୂଶାଲମର ଖରାପ ପରିସ୍ଥିତି ବିଷୟରେ ପ୍ରାର୍ଥନା କଲେ ? ଏଥିରୁ ଆମେ କʼଣ ଶିଖୁ ? (ପ୍ର୮୬-ହି ୩/୧ ପୃ ୨୮)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ନିହି ୨:୧୧-୨୦ (ଶିଖାଇବା ଅଧ୍ୟୟନ ୨)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ସେହି ବ୍ୟକ୍ତି ଜଣକୁ ଆମ ୱେବସାଇଟ୍ ବିଷୟରେ କହନ୍ତୁ ଏବଂ jw.org ସମ୍ପର୍କ କାର୍ଡ଼ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୧୬)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?”ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା କରନ୍ତୁ । ତାʼପରେ ଆମ ଶିକ୍ଷା ଉପକରଣ ବକ୍ସରୁ ଏକ ପ୍ରକାଶନ ଦିଅନ୍ତୁ । (ଶିଖାଇବା ଅଧ୍ୟୟନ ୩)
ବାଇବଲ ଅଧ୍ୟୟନ: (୫ ମି.) ଜୀବନ ବହି ପାଠ ୧୧ରେ ‘ଭାବନ୍ତୁ ଓ ଶିଖନ୍ତୁ’ ଏବଂ ପଏଣ୍ଟ ନଂ. ୪ (ଶିଖାଇବା ଅଧ୍ୟୟନ ୧୧)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
ଯିହୋବାଙ୍କ ମିତ୍ର ହୁଅ—କʼଣ ଯିହୋବା ଆମ ପ୍ରାର୍ଥନା ଶୁଣନ୍ତି ?: (୧୫ ମି.) ଆଲୋଚନା; ଭିଡିଓ ଦେଖାନ୍ତୁ । ତାʼପରେ ପ୍ରଶ୍ନ ପଚାରନ୍ତୁ: ଏହି ଭଡିଓରୁ ଆମେ ପ୍ରାର୍ଥନା କରିବା ବିଷୟରେ କʼଣ ଶିଖୁ ?
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୫୧
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୦୨ ଏବଂ ପ୍ରାର୍ଥନା